ଦେଶ ବିଦେଶ ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ, ଟିକସ ବୃଦ୍ଧି ଏବଂ ଦୁର୍ନୀତିକୁ ରୋକିବା ଦିଗରେ ସହାୟକ 09/11/2020 YWPSENU9 0 Comments ଟିକସ ବୃଦ୍ଧି ଏବଂ ଦୁର୍ନୀତିକୁ ରୋକିବା ଦିଗରେ ସହାୟକ, ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ କରିବାରେ, ଟିକସ ବୃଦ୍ଧିରେ ସହାୟକ ହେବା ସହିତ ଦୁର୍ନୀତିକୁ ମଧ୍ୟ ରୋକିପାରିଛି । ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଫଳାଫଳ ଜାତୀୟ ପ୍ରଗତି ପାଇଁ ବହୁତ ଲାଭଦାୟକ ଅଟେ । Spread the love