ବିଲରୁ ଜଣେ ମହିଳାଙ୍କ ଗଳିତ ଶବ ଉଦ୍ଧାର

କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଂଚାୟତ ଅନ୍ତର୍ଗତ କେନ୍ଦ୍ରାପଡା – ବସପୁର ରାସ୍ତାର ଥିବା ଏକ ବେସରକାରୀ ମଣ୍ଡପ ଠାରୁ ପ୍ରାୟ ଶହେ ମିଟର ଦୂରରେ ଏକ ବିଲ ଭିତରେ ପଡିଥିବା ଜଣେ ଅଜଣା ମହିଳାଙ୍କ ଶବ ପଡିଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକଙ୍କ ଠାରୁ ଖବରପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରିବା ସହ ବ୍ୟବଛେଦ ନିମନ୍ତେ ଡାକ୍ତରଖାନାକୁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଥିବା ଥାନା ସୂତ୍ରରୁ ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ