ବିଶ୍ୱ ମିତବ୍ୟୟିତା ଦିବସ ରେ ସଚେତନ ରାଲି

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍‌) : ଛତ୍ରପୁର ଠାରେ ଜିଲ୍ଲାସ୍ତରୀୟ ବିଶ୍ୱମିତବ୍ୟୟିତା ଦିବସ ବୁଧବାର ଦିନ ପାଳନ ହୋଇଯାଇଛି । ଏହି ରାଲିକୁ ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ,ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶଙ୍କର୍ଷଣ ପଟ୍ଟନାୟକ,ବ୍ରହ୍ମପୁର ସ୍ୱଳ୍ପ ସଞ୍ଚୟ ଅଧିକାରୀ ସୁମନ ପଣ୍ଡା ପ୍ରମୂଖ ଉଦଘାଟନ କରିଥିଲେ । ଏହି ରାଲିରେ ଅନସ୍ଲୋ ଶିକ୍ଷାନୁଷ୍ଠାନ ଏବଂ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ର ବହୁ ଛାତ୍ରଛାତ୍ରୀ ଯୋଗ ଦେଇଥିବା ବେଳେ ଏହି କାର୍ଯ୍ୟକ୍ରମକୁ ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ