ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା

ବନ୍ତ, (ଚାନ୍ଦିନୀ ମହାନ୍ତି) : ବନ୍ତ ଥାନା ଅଧିନ ଆପଣ୍ଡା ଗ୍ରାମର ଅବିବାହିତ ମହିଳା ତଥା ସ୍ୱର୍ଗତ ରମାକାନ୍ତ ଜେନାଙ୍କ ଝିଅ ଗୌରୀ ଜେନା(୪୫) ଶନିବାର ବିଷ ପିଇ ଆତ୍ମହତ୍ୟା କରିଥିବା ପୋଲିସ ସୂତ୍ରରୁ ଜଣାଯାଇଛି । ଅପରାହ୍ନ ୨ଟା ୩୦ରେ ମହିଳା ଜଣକ ବିଷ ପିଇ ଆତ୍ମହତ୍ୟା କରିଥିବା ନେଇ ପୋଲିସକୁ ଖବର ହୋଇଥିଲା । ପୋଲିସ ପହଞ୍ôଚ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଏନେଇ ଥାନାରେ କେସ ନଂ-୯/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ