ବେଆଇନ ବାଲି ଓ ପଥର ବୋଝେଇ ଟ୍ରାକ୍ଟର ଜବତ

ବେଲଗୁଣ୍ଠା, (ଶିବରାମ ଚୌଧୁରୀ):ବେଆଇନ ପଥର ଓ ବାଲି ବୋଝେଇ ଦୁଇଟି ଟ୍ରାକ୍ଟରକୁ ବେଲଗୁଣ୍ଠା ତହସିଲଦାର ସରୋଜ କୁମାର ବେହେରା ଜବତ କରିଥିବା ଜଣାପଡ଼ିଛି ।ବେଆଇନ ବାଲି ଚାଲାଣ ହେଉଥିବା ଖବର ପାଇ ବେଲଗୁଣ୍ଠା ତହସିଲଦାର ଶ୍ରୀ ବେହେରା ଗିରିସୋଲା ରୁ ଏକ ବାଲି ବୋଝେଇ ଟ୍ରାକ୍ଟର ଜବତ କରିଥିବା ବେଳେ ଆମ୍ବପୁଆ ନିକଟରୁ ଏକ ପଥର ବୋଝେଇ ଟ୍ରାକ୍ଟର ଜବତ କରିଛନ୍ତି ।ଦୁଇ ଟ୍ରାକ୍ଟରର ଡ୍ରାଇଭରକୁ ଅଟକ ରଖିଥିବା ତହସିଲଦାର ଶ୍ରୀ ବେହେରା ପ୍ରକାଶ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ