ବେଦପ୍ରକାଶ ଅଗ୍ରୱାଲଙ୍କ ୮୬ତମ ଜୟନ୍ତୀ ସମାରୋହ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ବେଦ ପ୍ରକାଶ ଅଗ୍ରୱାଲ ସ୍ମୃତି ପରିଷଦ ଆନୁକୂଲ୍ୟରେ କେନ୍ଦ୍ରାପଡା ପୈାର ଟାଉନହଲ ପରିସରରେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରୱାଲଙ୍କ ୮୬ତମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସ୍ମୃତି ପରିଷଦ ସଭାପତି ରାଜେଶ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ଲୋକସେବା ଅନୁଷ୍ଠିତ ହୋଇଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ