ବ୍ଲକସ୍ତରୀୟ ବ୍ୟାଙ୍କ କମିଟି ବୈଠକ

ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବ୍ଲକ ବୈଠକ ଗୃହ ମଧ୍ୟରେ ବ୍ୟାଙ୍କ ଅଧିକାରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଓ ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ପ୍ରାୟ ୫ରୁ ଅଧିକ ବ୍ଲକସ୍ତରୀୟ ବ୍ୟାଙ୍କ ଅଧିକାରୀମାନେ ଯୋଗଦେଇଥିଲେ । ସରକାରୀ ଯୋଜନା ସମ୍ପର୍କିତ ବିଭିନ୍ନ ଋଣ ପ୍ରଦାନରେ ବ୍ୟାଙ୍କ କତ୍ତୃପକ୍ଷ ଜନସାଧାରଣ ମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ଉଚିତ ବୋଲି ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଶିଳ୍ପ ବିଭାଗ, ଉଦ୍ୟାନ କୃଷି ବିଭାଗ ଓ ଅନ୍ୟାନ୍ୟ ସରକାରୀ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ