ବାମନ ଉଚ୍ଚ ବିଦ୍ୟାଳୟ ରେ ଶିଶୁ ଦିବସ ପାଳିତ

ଆଜି ସମସ୍ତ ସ୍କୁଲ ,କଲେଜ ରେ ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୦ତମ ଜୟନ୍ତୀ ତଥା ଏହି ଦିବସ କୁ ଶିଶୁ ଦିବସ ରୂପେ ପାଳନ କରାଯାଉଛି । ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ବାମନ ଉଚ୍ଚ ବିଦ୍ୟାଳୟ ଆଜି ଶିଶୁ ଦିବସ ପାଳନ କରିଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ପିଲାମାନଙ୍କୁ ଅନେକ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ ଓ ଶେଷରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ଏହି ଅବସରରେ ପିଲାମାନେ ସାସ୍କୃତିକ କାର୍ଯ୍ୟକ୍ରମ ପରିଦର୍ଶନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ