ଭିଜିଲାନ୍ସ ବିଭାଗର ଚଢ଼ାଉ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):କଳାହାଣ୍ଡି ଆୟକର ବିଭାଗ ପକ୍ଷରୁ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯଗରେ ଭିଜିଲାନ୍ସ ବିଭାଗର ଚଢ଼ାଉ। ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ସାହୁଙ୍କ ଘରେ ଭିଜଲାନ୍ସ ବିଭାଗ ଭବାନୀପାଟଣା ସହରର ଜଳେଶ୍ଵର ମନ୍ଦିର ପଡାରେ ଥିବା ବାସଭବନ ସମେତ ସରକାରୀ କାର୍ଯ୍ୟାଲୟ ରେ ଭିଜିଲାନ୍ସ ବିଭାଗର ଏକ କାଳୀନ ଚଢାଉ କରି ତିନି ଲକ୍ଷ୍ୟ ଟଙ୍କା ଏବଂ ଅନ୍ୟାନ୍ୟ କାଗଜପତ୍ର ଜବତ କରିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ