ଭିନ୍ନକ୍ଷମଙ୍କୁ ଟ୍ରାଇସାଇକେଲ ପ୍ରଦାନ

ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ସରଦପୁର ଗ୍ରାମର ଶାରିରୀକ ଭିନ୍ନକ୍ଷମ ଉମାକାନ୍ତ ଦାସଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି । ବ୍ଲକ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ବିଡିଓ ବିଜୟ କୁମାର ସାହୁ ଏହି ସାଇକେଲ ପ୍ରଦାନ କରିଥିଲେ । ଏଥିରେ ପ୍ରାକ୍ତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣିତକାନ୍ତି ସାମଲ, ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ରବିନାରାୟଣ ପାତ୍ର, ସୁଧାଂଶୁ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ