ଭିନ୍ନକ୍ଷମଙ୍କୁ ହୁଇଲ ଚେୟାର ପ୍ରଦାନ

ହାଟଡିହିି, (ବିକାଶ ବିଶ୍ୱାଳ ) : ହାଟଡିହି ବ୍ଲକ କାର୍ଯ୍ୟାଳୟ ପରିସରରେ ହିତାଧିକାରୀଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଛି । କିଛି ଭିନ୍ନକ୍ଷମ ହିତାଧିକାରୀ ହୁଇଲ ଚେୟାର ପାଇ ନଥିବାରୁ ଯାତାୟତ କ୍ଷେତ୍ରରେ ନାନା ଅସୁବିଧା ଭୋଗ କରୁଛନ୍ତି । ଆଜି ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସ୍ୱାତୀ ସିଂଙ୍କ ଉପସ୍ଥିତିରେ ହାଟଡିହି ଗ୍ରାମର ମଦନ ମୋହନ ସେଠୀ ଓ ଆମ୍ବୋ ପଞ୍ଚାୟତ କରଗୋଳା ଗ୍ରାମର ଚିନ୍ତାମଣି ପତିଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ