ଭିନ୍ନକ୍ଷମ ବିଦ୍ୟାଳୟରେ ବୃକ୍ଷରୋପଣ

ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ଛୟାଳସିଂ ପଞ୍ଚାୟତ ଗୋପାଳପୁରସ୍ଥିତ ରଙ୍କନିଧି ଦୃଷ୍ଟିହୀନ ମୂକବଧିର ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସରପଞ୍ଚ ଚିନ୍ତାମଣି ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । କାର୍ଯ୍ୟକ୍ରମରେ ସଂପାଦକ ଅନାଦି ଚରଣ ଦାସ, ସଭାପତି କୈଳାସ ଚନ୍ଦ୍ର ରାଉତଙ୍କ ସମେତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷା କମିଟିର ସଦସ୍ୟ ଓ ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ