ଭିଭୋ ପକ୍ଷରୁ ଭି-୧୭ ପ୍ରୋ ସ୍ମାର୍ଟଫୋନ୍ର ବଜାର ପ୍ରବେଶ
ବିଶ୍ୱସ୍ତରୀୟ ସ୍ମାର୍ଟଫୋନ୍ ବ୍ରାଣ୍ଡ୍ ଭିଭୋ ପକ୍ଷରୁ ଏହାର ଫ୍ଲାଗସିପ୍ ସ୍ମାର୍ଟଫୋନ୍ ଭି-୧୭ ପ୍ରୋ ସ୍ମାର୍ଟଫୋନ୍ର ବଜାର ପ୍ରବେଶ କରାଯାଇଛି । ଏହା ଦ୍ୱାରା ଭି ସିରିଜ୍ର ଉତ୍ପାଦରେ ବୃଦ୍ଧି ଘଟିଛି । ଭି-୧୭ ପ୍ରୋରେ ୮ଜିବି ରାମ୍ ଏବଂ ୧୨୮ ଜିବି ରମ୍ ରହିଛି । ଏଥିରେ ଡୁଆଲ୍ ପପ୍-ଅପ୍ ସେଲଫି କ୍ୟାମେରା, ଅଲ୍ କ୍ୱାଡ୍ ପଛ କ୍ୟାମେରା ରହିଛି । ସେହିପରି ଭି-୧୭ ପ୍ରୋ ଗ୍ଲାସିଅର ଆଇସ୍ ଏବଂ ମିଡ୍ ନାଇଟ୍ ଓସିନ୍ ରଙ୍ଗରେ ମିଳୁଛି । ଏହାର ମୂଲ୍ୟ ୨୯,୯୯୦ ଟଙ୍କା ରହିଛି । ଏହା ୨୦୧୯ ସେପ୍ଟେମ୍ବର ୨୭ ତାରିଖ ଠାରୁ ଆମାଜନ ଡଟ୍ ଇନ୍, ଫ୍ଲିପ୍କାର୍ଟ, ଭିଭୋ ଇଣ୍ଡିଆ ଇ-ଷ୍ଟୋର ଏବଂ ସମସ୍ତ ଅଫ୍ ଲାଇନ୍ ଅଂଶୀଦାର ଷ୍ଟୋରରେ ଉପଲବ୍ଧ ହେବ । ଏହି ଫୋନ୍ରେ ଶକ୍ତିଶାଳୀ ୩୨ ଏମ୍ ପି ଡୁଆଲ୍ ପପ୍-ଅପ୍ ସେଲଫି କ୍ୟାମେରା, ୪୮ ଏମ୍ପି ଅଲ୍ କ୍ୱାଡ୍ ପଛ କ୍ୟାମେରା ସହିତ ୧୩ ଏମ୍ପି ୨-ଏକ୍ସ୍ ଅପ୍ଟିକାଲ ଜୁମ୍ ସୁବିଧା ରହିଛି । ଏଥିରେ୧୬.୩୬ ସେମି ଫୁଲ୍ ଭିୟୁ ସୁପର ଆମଲୋଏଡ୍ ଡିସପ୍ଲେ, ୯୧.୬୫ ପ୍ରତିଶତ ସ୍କ୍ରିନ୍ ବଡ଼ି ରେସିଓ, ୨୦:୯ ଆସପେକ୍ଟ ରେସିଓ, ଆଂଟି ପ୍ଲିକର ଜ୍ଞାନକୌଶଳ ଆଦି ରହିଛି । ଏହି ଫୋନ୍ରେ କ୍ୱାଲକମ୍ ସ୍ନାପଡ୍ରାଗନ ୬୭୫ ଏଆଇଇ ପ୍ରୋସେରସ. ଓଏସ୍ ୮.୧ ଆଣ୍ଡ୍ରଏଡ୍ , ଫନ୍ ଟଚ୍ ଓଏସ୍ ୪.୫, ଭିଭୋର ଜୋଭି ଏଆଇ ଇଞ୍ଜିନ୍ ଆଦି ବୈଶିଷ୍ଟ୍ୟ ରହିଛି । ଏଥିରେ ୪,୧୦୦ଏମ୍ଏଏଚ୍ ଟାଇପ୍-ସି ବ୍ୟାଟେରୀ, ଡୁଆଲ୍ ଇଞ୍ଜିନ୍ ଫାଷ୍ଟ ୧୮ ୱାଟ୍ ଚାର୍ଜ ସୁବିଧା ରହିଛି । ଏହା ସହିତ ଏଥିରେ ଗେମ୍ ଟ୍ରବୋ, ଏଆଇ ଟ୍ରବୋ, ସେଂଟର ଟ୍ରବୋ, ନେଟ୍ ଟ୍ରବୋ କୁଲିଂ ଟ୍ରବୋ ଆଦି ବୈଶିଷ୍ଟ୍ୟ ରହିଛି । ମେକ୍ ଇନ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅନ୍ତର୍ଗତ ଭି-୧୭ ପ୍ରୋ ଗ୍ରେଟର ନୋଏଡାଠାରେ ନିର୍ମର୍ିତ ହୋଇଛି । ଏହି ସ୍ୱାର୍ଟଫୋନ୍ ଉପରେ ୱାନ୍ ଟାଇମ୍ ସ୍କ୍ରିନି ରିପ୍ଲେସ୍ମେଂଟ୍ ସୁବିଧା ୨୦୧୯ ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ ହେବ । ଏଚଡିଏଫସି ଏବଂ ଆଇସିଆଇସିଆଇ ବ୍ୟାଙ୍କ କ୍ରେଡିଟ୍ କାର୍ଡ, ଡେବିଟ୍ କାର୍ଡ ଏବଂ ଏଚଡିଏଫସି ଲୋନ୍ ଇଏମ୍ଆଇ କ୍ଷେତ୍ରରେ ୧୦ ପ୍ରତିଶତ କ୍ୟାସତ୍ ବ୍ୟାକ୍ ସୁବିଧା । ଏଚଡିବି ଜିରୋ ଡାଉନ୍ ପେମେଂଟ୍ରେ ଅତିରିକ୍ତ ୧୦ ପ୍ରତିଶତ କ୍ୟାସ୍ ବ୍ୟାକ୍ ସୁବିଧା ମିଳୁଛି । ବଜାଜ ସହିତ ଜିରୋ ଡାଉନ୍ ପେମେଂଟ୍ରେ ୬ ମାସର ଇଏମ୍ଆଇ । ସେହିପରି ଆଇଏଫ୍ସି ଜିରୋ ଡାଉନ୍ ପେମେଂଟ୍ରେ ୮ ମାସର ଇଏମ୍ଆଇ ସହିତ ୫ ପ୍ରତିଶତ କ୍ୟାସବ୍ୟାକ୍ ସୁବିଧା ପ୍ରଦାନ କରାଯାଉଛି । ହୋମ୍ କ୍ରେଡିଟ୍ି ଜିରୋ ଡାଉନ୍ ପେମେଂଟ୍ରେ ୬ ମାସର ଇଏମ୍ଆଇ ସୁବିଧ ପ୍ରଦାନ କରାଯାଉଛି । ଏହା ସହିତ ଭିଭୋ-କ୍ୟାସିଫାଏ ଆପ୍ଲିକେଶନ ଦ୍ୱାରା ପୁରୁଣା ସ୍ମାର୍ଟଫୋନ୍ ଏକ୍ସଚେଞ୍ଜ୍ କ୍ଷେତ୍ରରେ ଅତିରିକ୍ତ ୧,୯୯୯ ଟଙ୍କାର ଉପହାର ପ୍ରଦାନ କରାଯାଉଛି । ଭୋଡ଼ାଫୋନ୍ ଆଇଡ଼ିଆ ଗ୍ରାହକଙ୍କୁ ନିଶ୍ଚିତ ୫୦ପ୍ରତିଶତ ମୂଲ୍ୟାର ବାଏ ବ୍ୟାକ୍ ସୁବିଧା ପ୍ରଦାନ କରାଯାଉଛି ।