ଭୁବନେଶ୍ୱର ସ୍ୟାଟ ବାର୍ ଓକିଲ ସଂଘ କର୍ମକର୍ତ୍ତା ନିର୍ବାଚିତ

ଭୁବନେଶ୍ୱର,(ଯୁଗାବ୍ଦ ନ୍ୟୁଜ) : ଅନୁଷ୍ଠିତ ହୋଇଥିବା ନିର୍ବାଚନରେ ସ୍ୟାଟ ବାର୍‌, ଭୁବନେଶ୍ୱର ସଭାପତି ଭାବେ ସୁଧୀର ଚରଣ ମହାନ୍ତି ନିର୍ବାଚିତ ହୋଇଛନ୍ତି । ରଣଜିତ ମହାନ୍ତି, ସୁଧାଂଶୁ ଶେଖର ପ୍ରତାପ ଓ ଗୋବିନ୍ଦ ଚନ୍ଦ୍ର ପାଇକରାୟ ଯଥାକ୍ରମେ ସମ୍ପାଦକ, ଉପସଭାପତି ଓ ସହ ସମ୍ପାଦକ ଭାବେ ବିନା ପ୍ରତିଦ୍ୱନ୍ଦିତାରେ ନିର୍ବାଚିତ ହୋଇଛନ୍ତି । ନିର୍ବାଚନକୁ ଶୃଙ୍ଖଳା ରୂପେ ସମ୍ପାଦନା କରିଥିବାରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅନନ୍ତ କୁମାର ଆଚାର୍ଯ୍ୟ ଏବଂ ସହ-ନିର୍ବାଚନ ଅଧିକାରୀ କବିତା ମହାନ୍ତି, ରଶ୍ମିତା ରାଉତରାୟ ଓ ଜ୍ଞାନରଞ୍ଜନ ତ୍ରିପାଠୀଙ୍କୁ ସ୍ୟାଟ ବାର୍ ତରଫରୁ ଅଶେଷ ସାଧୁବାଦ ଅର୍ପଣ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ