ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଆନଦିବେନ ପଟେଲଙ୍କୁ ଅତିରିକ୍ତ ଦାଇତ୍ୱ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ରାଜ୍ୟପାଳ ଲାଲ ଜୀ ଟଣ୍ଡନଙ୍କ ଦେହାନ୍ତ ପରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନଦିବେନ ପଟେଲଙ୍କୁ ନିୟମିତ ବ୍ୟବସ୍ଥା ନହେବା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି । ବିକଳ୍ପ ବ୍ୟବସ୍ଥା ନହେବା ପର୍ଯ୍ୟନ୍ତ ସେ ଏହି ଅତିରିକ୍ତ ଦାୟିତ୍ଵ ତୁଲାଇବେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ