ମହାନଦୀରେ ବୁଡି ଦୁଇ ଭାଇ ମୃତ

ବୌଦ୍ଧ : ମହାନଦୀରେ ବୁଡି ଦୁଇ ଭାଇଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ହରଭଙ୍ଗା ଥାନା ଅରଖପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମହାନଦୀରେ ଗାଧେଇବା ବେଳେ ବୁଡିଯାଇ ଦୁଇ ଭାଇ ମୃତ୍ୟୁବରଣ କରିଛନ୍ତି। ବଡଭାଇ ବୁଡିଯାଉଥିବାବେଳେ ବଡଭାଇକୁ ବଞ୍ଚାଇବାକୁ ଯାଇ ସାନ ଭାଇ ମୃତ୍ୟୁବରଣ କରିଛନ୍ତି। ଉଭୟ ଭାଇଙ୍କ ବୟସ ୧୭ ରୁ ୧୮ ବର୍ଷ ମଧ୍ୟରେ ହେବ ବୋଲି ସୂଚନା ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ