ମୀର ଟିଭିଏସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାରଟଙ୍କା ଦାନ

କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ):ପୈାରାଚଂଳ ଅନ୍ତର୍ଗତ କେଶପୁର ବଜାରରେ ଅବସ୍ଥିତ ସମୀର ଟିଭିଏସ ପକ୍ଷରୁ ପରିଚାଳନା ନିର୍ଦେଶକ ସମୀର କୁମାର ଚାନ୍ଦ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ତାଙ୍କ ଆବାସିକ କାର୍ଯ୍ୟାଳୟରେ ଭେଟି ୧୦ହଜାର ଟଙ୍କାର ଏକ ଚେକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କରୋନା ମୁକାବିଲା ନିମନ୍ତେ ପ୍ରଦାନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ