ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଲକ୍ଷ୍ମୀ ମିତଲ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଦେଶର ବିଶିଷ୍ଟ ଶିଳ୍ପପତିି ତଥା ଆର୍ସେଲର ମିତଲ କମ୍ପାନିର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ମିତଲ ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନିବାନ ନିବାସରେ ମିତଲ ପାଖାପାଖି ୧ ଘଂଟା ରହିଥିଲେ । ଓଡ଼ିଶା ଗସ୍ତରେ ଥିବା ମିତଲ ଆଜି କେନ୍ଦ୍ରାପଡ଼ା ଗସ୍ତ କରିଥିଲେ । ସେ ସେଠାରେ ଆର୍ସେଲର-ନିପ୍ପନ ଷ୍ଟିଲ ଇଣ୍ଡିଆ କମ୍ପାନି ପରିଦର୍ଶନ କରିବା ସହ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ