ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କେନ୍ଦ୍ରାପଡା ପୈାରସଂସ୍ଥାର ୩୧ହଜାର ଟଙ୍କା ପ୍ରଦାନ

କେନ୍ଦ୍ରାପଡା :  କେନ୍ଦ୍ରାପଡା ପୈାରସଂସ୍ଥାର ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିକୁ ପ୍ରଦାନ ଉଦେଶ୍ୟରେ ୩୧ହଜାର ଟଙ୍କାର ଚେକ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ପ୍ରଦାନ କରିଛନ୍ତି । ନିର୍ବାହୀ ଅଧିକାରୀ ଶ୍ରୀ ବଳ ଓ ସମସ୍ତ ପୈାର କର୍ମଚାରୀମାନେ କରୋନା ଭୂତାଣୁ ସଂକ୍ରମଣ ଜନିତ ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିବା ଉଦେଶ୍ୟରେ ଏହି ଅର୍ଥ ପ୍ରଦାନ କରାଯାଇଥିବା ପୈାରନିର୍ବାହୀ ଅଧିକାରୀ ଶ୍ରୀ ବଳ ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ