କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : ପୈାରାଚଂଳ ଅନ୍ତର୍ଗତ ମଢିଆଳ ଗ୍ରାମର ରାମଚନ୍ଦ୍ର ସାହୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ହଜାର ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି । ସାହୁ ଆଜି ଜିଲ୍ଲାପାଳଙ୍କୁ ତାଙ୍କ ଆବାସିକ କାର୍ଯ୍ୟାଳୟରେ ଭେଟି ଏହି ୫୦ହଜାର ଟଙ୍କାର ଚେକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିଲେ ।