ମେଧାବୃତ୍ତି ପରୀକ୍ଷାରେ ସ୍ୱାମୀବେବେକାନନ୍ଦ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ସଫଳତା
ଗଂଜାମ, (ବିନୋଦ ପଲାଇ) :-ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଲୁରସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ଚଳିତ ବର୍ଷ ପଞ୍ଚମ ମେଧାବୃତ୍ତି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି । ବିଦ୍ୟାମନ୍ଦିରର ଛାତ୍ରୀ ଶୁଭଶ୍ରୀ ନାହାକ ବ୍ଳକରେ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ, କ୍ଷୀରୋଦ ସାହୁ ୩ୟ ସ୍ଥାନ ଅଧିକ କରିଛନ୍ତି । ଯାହା ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ବିଦ୍ୟାଳୟର ପ୍ରତିଷ୍ଠାତା ପୂର୍ଣ୍ଣଚନ୍ଦ୍ରପଣ୍ଡା ଓପ୍ରଧାନ ଆଚାର୍ଯ୍ୟ ସସ୍ମିତା ମହାରଥୀ କୃତୀ ବିଦ୍ୟାର୍ଥୀଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ, ଅଭିଭାବ ବୃନ୍ଦ ଏହି ସଫଳତା ପାଇଁ ଆଚାର୍ଯ୍ୟ ଓ ଆଚାର୍ଯ୍ୟାଙ୍କୁ କୃତଜ୍ଞତା ଜଣାଇଛନ୍ତି ।


