ମୋବାଇଲ ଦୋକାନରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ

ଭଞ୍ଜନଗର ,(ଯୁଗାବ୍ଦ ନ୍ୟୁଜ୍ ) : ଭଞ୍ଜନଗର ସହରର ମୁଖ୍ୟ ରାସ୍ତାରେ ଅବସ୍ଥିତ ଥିବା ଜେକେ ମୋବାଇଲ ଦୋକାନରେ ବୁଧବାର ରାତି ପ୍ରାୟ ୧୧ ଟା ସମୟରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମୋବାଇଲ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ । ଖବର ପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

ରିପୋଟ – ସନ୍ତୋଷ କୁମାର ଜେନା , ଭଞ୍ଜନଗର

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ