ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

ଗଜପତି,(ଯୁଗାବ୍ଦ ନ୍ୟୁଜ୍‌): ଗଜପତି ଜିଲ୍ଲା ରା.ଉଦୟଗିରି ସୁବୁଦ୍ଧି ସାହିରେ ଜଣେ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛି । ଯୁବକ ଜଣକ ପରିଚୟ ସେହି ସାହିର ସନ୍ତୋଷ ଗୈାଡ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଘରେ କେହି ନଥିବା ବେଳେ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛି ।ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ଯୁବକ ଜଣକ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ରା.ଉଦୟଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ଶବବ୍ୟେବଚ୍ଛେଦ ନିମନ୍ତେ ପଠାଇବା ସହ ତଦନ୍ତ ଜାରୀ ରଖିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ