ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର କର୍ମଚାରୀଙ୍କ ବିୟୋଗରେ ଶୋକ

ରାଇରଙ୍ଗପୁର, (ଅକ୍ଷୟ ବିଶ୍ୱାଳ): ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର କର୍ମଚାରୀ ପ୍ରଭାଶୀଷ ମହାନ୍ତିଙ୍କର ରବିବାର ମଧ୍ୟ ରାତ୍ରୀରେ ହୃଦଘାତରେ ଦେହାନ୍ତ ହୋଇଯାଇଛି । ସେ ଜଣେ ମେଳାପି, ମିଷ୍ଟଭାଷୀ,ଯୁବ ସଂଗଠକ, ସମାଜସେବୀ ଥିଲେ । ତାଙ୍କର ମୃତ୍ୟୁ ଖବର ପାଇ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ, ରାଇରଙ୍ଗପୁର ମହାବିଦ୍ୟାଳୟର, ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ , ଶୁଭେଚ୍ଛୁ, ଜ୍ଞାତି କୁଟୁମ୍ବ ପହଞ୍ଚି ଶେଷ ଦର୍ଶନ ସହ ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ