ରାଜସ୍ଥାନରୁ ରାଜ୍ୟସଭା ଯିବେ ମନମୋହନ

(ଯୁଗାବ୍ଦ ନ୍ୟୁଜ), ଭାରତର ପୁର୍ବତନ ପ୍ରଧାନମନ୍ତ୍ରୀ ଡଃ. ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପାର୍ଥୀପତ୍ର ଦାଖଲ କରିବା ସମୟରେ ମନମୋହନଙ୍କ ସହ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ପ୍ରମୁଖ ଉପସ୍ଥିତ ଥିଲେ। ସୁଚନାଯୋଗ୍ୟ, ଜୁନ୍ ୨୪ରେ ରାଜ୍ୟସଭା ସଦସ୍ୟ ମଦନ ଲାଲ ସାଇନିଙ୍କ ମୃତ୍ୟୁ କାରଣରୁ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ସାଇନିଙ୍କ କାର୍ଯ୍ୟକାଳ ମାତ୍ର ଗୋଟିଏ ବର୍ଷ ପୂରଣ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ