ରାଜୀବ ଗାନ୍ଧୀ ଙ୍କ ୭୫ ତମ ଜୟନ୍ତୀ

ଆଜି ଦେଶର ସର୍ବକନିଷ୍ଠ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଙ୍କ ୭୫ ତମ ଜୟନ୍ତୀ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ତାଙ୍କ ସମାଧି ସ୍ଥଳ ବୀର ଭୂମିରେ ତାଙ୍କ ପୁତ୍ର ରାହୁଲ ଗାନ୍ଧୀ , ଝିଅ ପ୍ରିୟଙ୍କା ଗାନ୍ଧୀ, ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ, ଅହମଦ ପଟେଲ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏବଂ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ୨୦ଅଗଷ୍ଟ ୧୯୪୪ରେ ଜନ୍ମିତ ରାଜୀବ ଗାନ୍ଧୀ ଜନ୍ମ ଗ୍ରହଣ କରିଥିଲୋ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ