ରାଜ୍ୟରେ ଆଉଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗୁରୁବାର ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଡିସଚାର୍ଜ ହୋଇ ହସ୍ପିଟାଲରୁ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଏହି ଆକ୍ରାନ୍ତ ଜଣକ ଭୁବନେଶ୍ବରର ବୋଲଇ ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୩୩ରେ ପହଞ୍ଚିଛି । ଉଲ୍ଲେଖମଯୋଗ୍ୟ ଯେ, ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଥିବା ବଳେ ତନ୍ମଧ୍ୟରୁ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ