ରାଜ୍ୟରେ ବଢୁଛି ଅପରାଧିକ ମାମଲା

ଭୁବନେଶ୍ୱର, ରାଜ୍ୟରେ ଆପରାଧିକ ମାମଲା ବଢୁଛି । ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ବିଧାନସଭାରେ ଏ ସମ୍ପର୍କିତ ପ୍ରଶ୍ନର ଉତରରେ ଏହା ସ୍ପଷ୍ଟ ହୋଇଛି ।
ବିଧାୟକ ଗଣେଶ ରାମ ସିଂ ଖୁଂଟିିଆଙ୍କ ପ୍ରଶ୍ନର ଉତରରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି ଯେ – ୨୦୧୯ ରେ ୧ ଲକ୍ଷ ୨୧ ହଜାର ୫୨୫ ହଜାର ପଞ୍ଜିକୃତ ହୋଇଥିବା ବେଳେ ୨୦୨୦ ରେ ୧ ଲକ୍ଷ ୩୪ ହଜାର ୨୪୩ ମାମଲା ପଞ୍ଜିକୃତ ହୋଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ