ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାଜ ହୋଇଥିବା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ପ୍ରାଣହାନି ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ