ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ହିଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ମାର୍ଚ୍ଚ ୧୩ ନାମାଙ୍କନ ଦାଖଲର ଶେଷ ତାରିଖ। ୨୬ରେ ହେବ ନିର୍ବାଚନ। ଓଡ଼ିଶାର ମଧ୍ୟ ୪ଟି ନିର୍ବାଚନ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏହି ଆସନକୁ ନେଇ ଓଡ଼ିଶାରେ ରାଜନୈତିକ ଉଷ୍ଣତା ଲାଗି ରହିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ