ରାଜ୍ୟ ବିଜେଡି ସମ୍ପାଦକଙ୍କ ପକ୍ଷରୁ ବନ୍ଧୁମିଳନ ସମାରୋହ
ବନ୍ତ,(ଚାନ୍ଦିନୀ ମହାନ୍ତି) : ରାଜ୍ୟ ବିଜେଡି ସଂପାଦକ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରତିନିଧି ଇଂ.ପ୍ରୟାସକାନ୍ତ ସାମଲଙ୍କ ପକ୍ଷରୁ ଭଦ୍ରକ ନୂଆ ବଜାର ଠାରେ ଏକ ବନ୍ଧୁମିଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଯୁବ ବିଜେଡି ସଭାପତି ସତ୍ୟସାଧନ ବେଜ, ବ୍ଲକ ଛାତ୍ର ବିଜେଡି ସଭାପତି ପ୍ରଣବ କିଶୋର ଲେଙ୍କାଙ୍କ ସମେତ ବହୁ ନେତୃତ୍ୱ ଓ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗ ଦେଇଥିଲେ ।