ରାୟଗଡ଼ାରେ ୩.୨ ତୀବ୍ରତାର ଭୂମିକମ୍ପ

ରାୟଗଡ଼ା, (‌ୱାଇଏନ୍ଏସ୍‌) : ରାୟଗଡ଼ାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୋର୍ ପ୍ରାୟ ୪ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଭୂ-ପୃଷ୍ଠରୁ ୧୦ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ