ରେଳ ଲାଇନ କଡରେ ଅଜଣା ଯୁବକଙ୍କ ଶବ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ହରିଦାସପୁର-ପାରାଦୀପ ରେଳପଥର କେନ୍ଦ୍ରାପଡାର କଜଳା ନିକଟରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡିଥିବା ଦେଖାଯାଇଛି । ଏସମ୍ପର୍କରେ ଖବର ପାଇ ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ପରେ ଘଟଣା ସମ୍ପର୍କରେ ରେଲୱେ ଜି.ଆର.ପି. ପୋଲିସକୁ ଜଣାଇ ଦିଆଯାଇଥିବା ଥାନା ଅଧିକାରୀ ପବିତ୍ର ମହାରଣା କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ