ରୋଟାରୀ ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ) : ରୋଟାରୀ ଚକ୍ଷୁ ଚିକିତ୍ସାଳୟ ଓ ତୁଳସୀ ଡ୍ରଗ୍ସ ଏଣ୍ଟରପ୍ରାଇଜେସ ର ମିଳିତ ଆନୁକୁଲ୍ୟରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଠାରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଲୋକମାନଙ୍କ ଚକ୍ଷୁ ପରୀକ୍ଷା କରାଯିବା ସହିତ ଆବଶ୍ୟକ ସ୍ଥଳେ କେତେକ ରୋଗୀଙ୍କ ଚକ୍ଷୁରେ ଅସ୍ର୍ତ୍ରୋପ୍ରଚାର ମଧ୍ୟ କରାଯାଇଥିଲା । ତୁଳସୀ ଗ୍ରୁପ ପକ୍ଷରୁ ମାଗଣା ବସ୍ତ୍ର ମଧ୍ୟ ବଣ୍ଟନ କରାଯାଇଥିଲା । ତୁଳସୀ ଗ୍ରୁପ ପକ୍ଷରୁ ତପକ ଦାସ କହିଥରଲେ ଯେ କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ସ୍ଥାନରେ ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମ ସହିତ ମାଗଣାରେ ସ୍ୱାସ୍ଥ୍ୟ ପରିକ୍ଷା ମଧ୍ୟ ନିୟମିତ ଭାବେ କରାଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ