ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା ଭଳି ଏକ ନିଆରା ଅଭିଯାନ କାର୍ଯ୍ୟକ୍ରମ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ) : ରାଜ୍ୟ ସରକାରଙ୍କ ଦ୍ଵାରା ଶୁଭାରମ୍ଭ କରାଯାଇଥିବା ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା’ ଭଳି ଏକ ନିଆରା ଅଭିଯାନ ଛତ୍ରପୁର ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହା ମାଧ୍ଯମରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଓ ସରକାରଙ୍କ ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ବାର୍ତ୍ତା ଦିଆଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ