ଶହୀଦ୍ ପରିବାରଙ୍କୁ ମିଳିବ ୪ ଗୁଣା ଅଧିକ କ୍ଷତିପୂରଣ: ରାଜନାଥ ସିଂ କଲେ ଘୋଷଣା

ନୂଆଦିଲ୍ଲୀ: ଏଣିକି ଶହୀଦ୍ ପରିବାରଙ୍କୁ ୪ ଗୁଣା ଅଧିକ କ୍ଷତିପୂରଣ ମିଳିବ । ପୂର୍ବରୁ ଶହୀଦ୍ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବାବେଳେ ଏବେ ଏହାକୁ ୮ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏସମ୍ପର୍କିତ ଏକ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ, ଏହି କ୍ଷତିପୂରଣ ଆର୍ମି ବ୍ୟାଟେଲ୍ କାଜୁଆଲିଟି ୱେଲଫେୟାର ଫଣ୍ଡ ପକ୍ଷରୁ ପ୍ରଦାନ କରାଯାଇଥାଏ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ