ଶାରୀରିକ ଭିନ୍ନକ୍ଷମଙ୍କୁ ତିନିଚକିଆ ସାଇକେଲ ପ୍ରଦାନ

କେନ୍ଦ୍ରାପଡା ,(ଚିତ୍ତରଞ୍ଜନ ଦାସ) : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ଦେଉଳିପଡା ପଂଚାୟତର ଓଳିହା ଗ୍ରାମର ଆର୍ତ୍ତରାଉତଙ୍କ ଶାରୀରିକ ଭିନ୍ନକ୍ଷମ ପୁତ୍ର ଶରତ ଚନ୍ଦ୍ର ରାଉତଙ୍କୁ ଏକ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ ଏହି ଟ୍ରାଇସାଇକେଲଟି ଭିନ୍ନକ୍ଷମ ଶରତଙ୍କୁ ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମକେଶରୀ ବେଉରାଙ୍କ ସମେତ ଅନ୍ୟ ସରକାରୀ କର୍ମଚାରୀମାନେ ଉପସ୍ଥିତଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ