ଶିଶୁବାଟିକା ପାଇଁ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଢେଙ୍କାନାଳ, (ତାପସଦାସ):ନୂଆ ଶିକ୍ଷାବର୍ଷ ଏପ୍ରିଲ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ପିଲାର ବୟସ ୫ ବର୍ଷରୁ ଅଧିକ ହୋଇଥିଲେ ଶିଶୁବାଟିକା ଶ୍ରେଣୀରେ ଓ ୬ ବର୍ଷରୁ ଅଧିକ ହୋଇଥିଲେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ । ଏପ୍ରିଲ ୨ ରୁ ୪ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ଗୁଡିକରେ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ ଓ ସେଥିପାଇଁ ବିଦ୍ୟାଳୟ ଗୁଡିକ ପ୍ରସ୍ତୁତି ଚଳେଇଥିବା ବେଳେ ଗୋଷ୍ଠୀ ସଚେତନତା ସୃଷ୍ଟି କରିବା ପାଇଁ ଆଜି ପୂର୍ବାହ୍ନରେ ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ତରଫରୁ ଏକ ସଚେତନତା ଶୋଭାଯାତ୍ରା କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ