ଶୀତବସ୍ତ୍ର ବଣ୍ଟନ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଛତ୍ରପୁରର ସ୍ୱେଚ୍ଛାସେବୀ ସଙ୍ଗଠନ ଯଶୋଦା ଫାଉଣ୍ଡେସନ ପକ୍ଷରୁ କାଳିପଲ୍ଲୀ ପଂଚାୟତର ଏସ୍‌. ପାଇକପଡା ଗ୍ରାମର ପ୍ରାୟ ୧୧ ଜଣ ଅସହାୟ ବୃଦ୍ଧା ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି । ଯଶୋଦା ଫାଉଣ୍ଡେସନ ର ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀ ଯୋଗ ଦେଇ ଅସହାୟ ବୃଦ୍ଧା ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଫାଉଣ୍ଡେସନ୍ ର ସୁଦେଷ୍ଣା ସାହୁ ଓ ପୁଷ୍ପାଞ୍ଜଳୀ ସାହୁ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ