ଶ୍ରୀଜଗନାଥଙ୍କ ଦାରୁ ପ୍ରାପ୍ତି ସ୍ଥାନ

ଭୁବନେଶ୍ୱର, (ଓ୍ବାଇଏନ୍ଏସ୍):ଶ୍ରୀଜଗନାଥଙ୍କ ଦାରୁ ପ୍ରାପ୍ତି ହୋଇଥିବା ସ୍ଥାନ ଦଧିମାଛ ଗାଡ଼ିଆ ଠାରେ ଶ୍ରୀଜଗନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରଥଯାତ୍ରା ହେଲା ନାହିଁ । ଶ୍ରୀଜଗନ୍ନାଥ ମନ୍ଦିରରୁ ପହଣ୍ଡି କରି ରଥରେ ବିରାଜମାନ କରାଯାଇଥିଲା । ପରେ ମାନସ ରଞ୍ଜନ ପଟ୍ଟନାୟକଙ୍କ ଦ୍ୱାରା ଛେରା ପହଁରା ସଂପାଦିତ କରିଥିଲେ । ପରେ ଠାକୁରଙ୍କୁ ବିଧ ଅନୁଯାୟୀ ପୂଜା ପରେ ମନ୍ଦିର ପରିସରରେ ଏକ ଘରେ ଠାକୁରଙ୍କୁ ନିଆଯାଇଥିଲା । ଏହାକୁ ଭୁବନ ବିହାରୀ ପଟ୍ଟନାୟକ, ସହଦେବ ବିଶ୍ୱାଳ, ମଦନ ବିଶ୍ୱାଳ, ଲିଟୁ, ରିଲା ଆଦି ପରିଚାଳଣା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ