ଶ୍ରୀଲଙ୍କାରୁ ୧୧ ଓଡ଼ିଆ ଉଦ୍ଧାର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ ପରେ ଶ୍ରୀଲଙ୍କାରେ ଅଟକ ରହିଥିବା ୧୧ ଓଡିଆଙ୍କୁ ଉଦ୍ଧାର କରାଯାଇଛି । ଠିକାଦାରଙ୍କ ଦ୍ବାରା ଏହି ୧୧ ଜଣ ଶ୍ରମିକଙ୍କୁ ବେଆଇନ ଭାବରେ ଅଟକ ରଖାଯାଇଥିଲା । ବିଜେଡି ସାଂସଦ ସସ୍ମିତ ପାତ୍ର ବୈଦେଶିକ ମନ୍ତ୍ରାଳୟ ସହିତ ସମ୍ପର୍କ ସ୍ଥାପନ କରିବା ପରେ ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇ ରବିବାର ଓଡିଶା ଅଣାଯାଇଛି । ସମସ୍ତ ୧୧ ଜଣ ଶ୍ରମିକ ସୁରକ୍ଷିତ ଭାବରେ ଓଡିଶାରେ ପହଞ୍ଚିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ