ସନ୍ଧ୍ୟା ୬ ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର,(ୱାଇଏନ୍ଏସ୍): ସନ୍ଧ୍ୟା ୬ ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।  ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟ୍ ଆସିବା ପରେ ପ୍ରଧାନମନ୍ତ୍ରୀ କେଉଁ ବିଷୟରେ ଦେଶବାସୀଙ୍କୁ ଜଣାଇବେ ସେନେଇ ଆରମ୍ଭ ହୋଇଯାଇଛି କଳ୍ପନା । କିଛି ରାଜନୈତିକ ବିଶେଷଜ୍ଞଙ୍କ ମତରେ ପ୍ରଧାନମନ୍ତ୍ରୀ କରୋନାକୁ ନେଇ ଦେଶବାସୀଙ୍କୁ କିଛି ସୂଚନା ଦେଇପାରନ୍ତି । ଅନ୍ୟପଟେ ନୂତନ କୃଷିବିଲ୍ ଉପରେ ବି ସେ ଆଲୋଚନା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ