ସମାଜସେବୀଙ୍କ ବିଭିନ୍ନ ସ୍ଥାନରେ ମାସ୍କ ଓ ସାନିଟାଇଜର ବଂଟନ

କେନ୍ଦ୍ରାପଡା : ପୁରୁଷୋତ୍ତମପୁର ପଂଚାୟତର କହ୍ନେଇପୁର ଗ୍ରାମର ସମାଜସେବୀ ସନ୍ତୋଷ କୁମାର ବେହେରା ଓ ସମାଜସେବୀ ତଥା ରାଜ୍ୟ ଛାତ୍ର ବିଜେଡି ସାଧାରଣ ସମ୍ପାଦକ ପ୍ରତାପ ଚନ୍ଦ୍ର ଦାସ କଂସାର, ପୁରୁଷୋତ୍ତମପୁର, ଆୟବା, ଓସ୍ତପୁର ପଂଚାୟତ ସମେତ କେନ୍ଦ୍ରାପଡା ବ୍ଲକ ଛକ, ତିନିମୁହାଣ ିଛକ, ଦୁହୁରିଆ ଛକ ପ୍ରଭୃତିରେ ଲୋକମାନଙ୍କୁ ମାସ୍କ ଓ ସାନିଟାଇଜର ବଂଟନ କରି କରୋନା ଭୂତାଣୁ ସଂକ୍ରମଣ ସମ୍ପର୍କରେ ସଚେତନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ