ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବନମହୋତ୍ସବ ପାଳନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବନମହୋତ୍ସବ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବନଖଣ୍ଡ ଅଧିକାରୀ ସୌମ୍ୟ ରଞ୍ଜନ ସାହୁ ଯୋଗ ଦେଇ ଦିବସର ଉଦ୍ଦେଶ୍ୟ ବିଷୟରେ ଶିଶୁ ଭାଇ ଭଉଣୀ ମାନଙ୍କୁ କହିଥିଲେ । ଏଥିରେ ବିଦ୍ୟାଳୟର ସଭାପତି ରବିନ୍ କୁମାର ମିଶ୍ର, ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ, ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, କୈଳାସ ଚନ୍ଦ୍ର ପଣ୍ଡା, ରଞ୍ଜନ କୁମାର ବେହେରା, ମମତା ମହାରଣା ଓ ଶିଶୁ ଭାଇ ଭଉଣୀ ମାନେ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ