ସାମ୍ୱାଦିକ ସମ୍ମିଳନୀରେ ଭାରତୀୟ ଜନତା ପାର୍ଟି

ବ୍ରହ୍ମପୁର, (ଯୁଗାବ୍ଦ ନ୍ୟୁଜ) :- ଆଜିର ଏହି ସାମ୍ୱାଦିକ ସମ୍ମିଳନୀରେ ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନା,ରାଜ୍ୟ ଉପ-ସଭାପତି ଭୃଗୁ ବକ୍ସିପାତ୍ର,ବରିଷ୍ଠ ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦଶ୍ୟ କାହ୍ନୁ ଚ଼ରଣ ପତି,ସରୋଜ ସାବତ,ବ୍ରହ୍ମପୁର ମେୟର ପାର୍ଥିନୀ ଡ଼.ସବିତା ସୁଆର ପାଣିଗ୍ରାହୀ,ଜିଲ୍ଲା ମିଡ଼ିଆ ପ୍ରଭାରୀ ସୁନିଲ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସାଧାରଣ ସମ୍ପାଦକ ଏନ୍.ରାଜେନ୍ଦ୍ର କୁମାର,ଗୋପିନାଥ ପଣ୍ଡା,ମଦନ ମହୋନ ପାତ୍ର,ରାଜେଶ ସାହୁ,ପ୍ରବୀର ପାତ୍ର,ବିନୋଦ ସିଂ ପ୍ରମୁଖ ବିଜେପି କାର୍ଯକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ