ସିଏସ୍ଆର ଫଣ୍ଡରେ ଜାହାଜ ଚଳାଚଳ ମନ୍ତ୍ରଣାଳୟ ପିଏମ-କେଆରର୍ସକୁ ୫୨କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ : କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଓ ସହାୟତା ପାଇଁ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଅଧୀନ ସବୁ ପ୍ରମୁଖ ବନ୍ଦର ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସିଏସ୍ଆର ପାଣ୍ଠି ବାବଦରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀକାଳୀନ ରିଲିଫ ପାଣ୍ଠି (ପିଏମ୍-କେଆର୍ସ)କୁ ୫୨କୋଟି ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ସହାୟତା ଯୋଗାଣ ସଂକ୍ରାନ୍ତ ନିଷ୍ପତ୍ତି ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ