ସୁସ୍ଥ ହେଲେ ଆଉ ପାଞ୍ଚ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟର ଆଉ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୫ ଜଣଙ୍କୁ ମିଶାଇ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୨୯ରେ ପହଞ୍ଚିଛି। ଭୁବନେଶ୍ବର, କଳହାଣ୍ଡି, ସୁନ୍ଦରଗଡ, ଢେଙ୍କାନାଳ ଏବଂ କେନ୍ଦ୍ରାପଡାର ଜଣେ ଲେଖାଏଁ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏହା ମଧ୍ୟରେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୨୯ ଜଣ ସୁସ୍ଥ ହୋଇଥିବା ବେଳେ ଦୁଇ ଜଣଙ୍କ ପ୍ରାଣହାନି ଘଟିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ