ସୁସ୍ଥ ହେଲେ ଆଉ ୩୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଆଉ ୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ସମସ୍ତ ବ୍ୟକ୍ତି ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି । ଏହି ୩୧ ଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୧୧୬ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କର ପ୍ରାଣହାନି ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ