ସୂର୍ଯ୍ୟପର।ଗ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟସରକାର

ଭୁବନେଶ୍ବର- ଆସନ୍ତା ଡିସେମ୍ବର ୨୬ ତାରିଖରେ ସୂର୍ଯ୍ୟପର।ଗ ଲାଗୁଥୁବାରୁ ରାଜ୍ୟ ସରକାର ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି। ଏନେଇ
ଗଣ ଶିକ୍ଷାମନ୍ତ୍ରୀ ସମୀର ଦାସ ମଙ୍ଗଳବାର ସୂଚନା ଦେଇଛନ୍ତି ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ