ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀ ରେ କଳାହାଣ୍ଡି ଠପ

(ଯୁଗାବ୍ଦ ନ୍ୟୁଜ )ଭବାନୀ ପାଟଣା ର ହାଇକୋର୍ଟ ର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିକରି କଳାହାଣ୍ଡି ଓକିଲ ସଂଘ ପକ୍ଷରୁ ଜଲ୍ଲାର ସମସ୍ତ କୋର୍ଟ କଚେରୀ ବନ୍ଦ କରିବା ସହ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ପ୍ରବଳ ବର୍ଷାସତ୍ତେ୍ୱ ଜିଲ୍ଲା ର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଆଗରେ ପିକେଟିଂ କରିବା ସହ ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ ଜୋରଦାର କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ